ଅପରାହ୍ନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୩୮.୪ ଡ଼ିଗ୍ରୀ ରେକର୍ଡ଼
ଭୁବନେଶ୍ୱର, ୧୧ ମଇ (ହି.ସ.)- ସୋମବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୩୮.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୩୭.୨ ଡ଼ିଗ୍ରୀ, ହିରାକୁଦରେ ତାପମାତ୍ରା ୩୬.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ତାପମାତ୍ରା ୩୬.୦ ଡ଼ିଗ୍ରୀ, ରାଉରକେଲାରେ ୩୫.
ଅପରାହ୍ନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୩୮.୪ ଡ଼ିଗ୍ରୀ ରେକର୍ଡ଼


ଭୁବନେଶ୍ୱର, ୧୧ ମଇ (ହି.ସ.)- ସୋମବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୩୮.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।

ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୩୭.୨ ଡ଼ିଗ୍ରୀ, ହିରାକୁଦରେ ତାପମାତ୍ରା ୩୬.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ତାପମାତ୍ରା ୩୬.୦ ଡ଼ିଗ୍ରୀ, ରାଉରକେଲାରେ ୩୫.୦ ଡ଼ିଗ୍ରୀ, ଚାନ୍ଦବାଲିରେ ୩୪.୨ ଡ଼ିଗ୍ରୀ, ଗୋପାଳପୁରରେ ୩୩.୮ ଡ଼ିଗ୍ରୀ, ବାଲେଶ୍ୱରରେ ୩୩.୨ ଡ଼ିଗ୍ରୀ, ପୁରୀରେ ୩୨.୮ ଡ଼ିଗ୍ରୀ, ପାରାଦୀପରେ ତାପମାତ୍ରା ୩୨.୦ ଡ଼ିଗ୍ରୀ ଏବଂ କେନ୍ଦୁଝରରେ ତାପମାତ୍ରା ୩୧.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande