
ଭୁବନେଶ୍ୱର, ୧୧ ମଇ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ଧିରେ ଧିରେ ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ