ଭୁବନେଶ୍ୱରରେ “ସୋମନାଥ ସ୍ୱାଭିମାନ ପର୍ବ” ଆୟୋଜନ ଆଜି , ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ମଇ (ହି.ସ.) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଶ୍ରୀ ଲିଙ୍ଗରାଜ ମନ୍ଦିର ପ୍ରାଙ୍ଗଣରେ “ସୋମନାଥ ସ୍ୱାଭିମାନ ପର୍ବ” କାର୍ଯ୍ୟକ୍ରମ ଆଜି ଆୟୋଜିତ ହେବ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ
ଭୁବନେଶ୍ୱରରେ “ସୋମନାଥ ସ୍ୱାଭିମାନ ପର୍ବ” ଆୟୋଜନ ଆଜି , ଯୋଗ ଦେବେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 11 ମଇ (ହି.ସ.) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଶ୍ରୀ ଲିଙ୍ଗରାଜ ମନ୍ଦିର ପ୍ରାଙ୍ଗଣରେ “ସୋମନାଥ ସ୍ୱାଭିମାନ ପର୍ବ” କାର୍ଯ୍ୟକ୍ରମ ଆଜି ଆୟୋଜିତ ହେବ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ।କାର୍ଯ୍ୟକ୍ରମ ଆସନ୍ତାକାଲି ସକାଳ ୧୦ଟାରେ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande