ମୌସୁମୀ ପାଇଁ ପାଗ ଅନୁକୂଳ
ଭୁବନେଶ୍ୱର,୧୧ ମଇ (ହି.ସ.) - ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଛୁଇଁବା ଆଶା ରହିଛି। ଏକ୍ସ’ରେ ଏନେଇ ସୂଚନା ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଲେଖିଛନ୍ତି ଚଳିତ ସପ୍ତାହର ଶେଷ ଆଡକୁ ଦକ୍ଷିଣ ବଙ୍ଗୋପସାଗର, ଆ
monsoon


ଭୁବନେଶ୍ୱର,୧୧ ମଇ (ହି.ସ.) - ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଛୁଇଁବା ଆଶା ରହିଛି।

ଏକ୍ସ’ରେ ଏନେଇ ସୂଚନା ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଲେଖିଛନ୍ତି ଚଳିତ ସପ୍ତାହର ଶେଷ ଆଡକୁ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଂଚଳକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande