ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 11 ମେ (ହି.ସ.)- ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ
ଜାତୀୟ ପ୍ରଯୁକ୍ତିବିଦ୍ୟା     ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 11 ମେ (ହି.ସ.)- ଜାତୀୟ

ପ୍ରଯୁକ୍ତିବିଦ୍ୟା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ

ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଦେଶର ପ୍ରଯୁକ୍ତିବିଦ୍ୟା

କ୍ଷେତ୍ରକୁ ସୁଦୃଢ କରିବା ସହ ଏଆଇ ଓ ସେମିକଣ୍ଡକ୍ଟର କ୍ଷେତ୍ରରେ ଦେଶକୁ ଆଗକୁ ନେବା ପାଇଁ

ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି।

ଏଥିରେ ନିଜର ଯୋଗଦାନ

ରଖିଥିବା ଦେଶର ସମସ୍ତ ବୈଜ୍ଞାନିକ, ଇଞ୍ଜିନିୟର ମାନଙ୍କୁ ଅଶେଷ ଧନ୍ୟବାଦ ଜଣାଉଛନ୍ତି ମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande