ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା
ଭୁବନେଶ୍ୱର, ୧୨ ମଇ (ହି.ସ.)- ଆଗାମୀ ୬ରୁ ୭ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande