ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ବିଶେଷ ଲୋକ ଅଦାଲତ (ସମାଧାନ ସମାରୋହ) ଆସନ୍ତା ଅଗଷ୍ଟ ମାସ ୨୧ରୁ
ଭଦ୍ରକ, ୧୩ ମଇ (ହି.ସ.) - ସର୍ବୋଚ୍ଚ ନ୍ୟାୟାଳୟଙ୍କ ବିଶେଷ ଲୋକ ଅଦାଲତ (ସମାଧାନ ସମାରୋହ) -୨୦୨୬ ଆସନ୍ତା ଅଗଷ୍ଟ ମାସ ୨୧, ୨୨, ଓ ୨୩ ତାରିଖରେ ଆୟୋଜନ ହେବାକୁ ଯାଉଅଛି। ଏହି ବିଶେଷ ଲୋକ ଅଦାଲତର ଉଦ୍ଦେଶ୍ୟ ହେଉଛି ସହମତି ଆଧାରିତ ସମାଧାନ ବ୍ୟବସ୍ଥା ମାଧ୍ୟମରେ ମକଦ୍ଦମାକାରୀ ଏବଂ ଅଂଶୀଦାରମାନଙ୍କୁ
ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ବିଶେଷ ଲୋକ ଅଦାଲତ (ସମାଧାନ ସମାରୋହ) ଆସନ୍ତା ଅଗଷ୍ଟ ମାସ ୨୧ରୁ


ଭଦ୍ରକ, ୧୩ ମଇ (ହି.ସ.) - ସର୍ବୋଚ୍ଚ ନ୍ୟାୟାଳୟଙ୍କ ବିଶେଷ ଲୋକ ଅଦାଲତ (ସମାଧାନ ସମାରୋହ) -୨୦୨୬ ଆସନ୍ତା ଅଗଷ୍ଟ ମାସ ୨୧, ୨୨, ଓ ୨୩ ତାରିଖରେ ଆୟୋଜନ ହେବାକୁ ଯାଉଅଛି। ଏହି ବିଶେଷ ଲୋକ ଅଦାଲତର ଉଦ୍ଦେଶ୍ୟ ହେଉଛି ସହମତି ଆଧାରିତ ସମାଧାନ ବ୍ୟବସ୍ଥା ମାଧ୍ୟମରେ ମକଦ୍ଦମାକାରୀ ଏବଂ ଅଂଶୀଦାରମାନଙ୍କୁ ସକ୍ରିୟ ଭାବରେ ଅଂଶ ଗ୍ରହଣ କରିବା ସହିତ ସହଯୋଗ କରିବା। ଏ ସମ୍ପର୍କରେ ସବିଶେଷ ବିବରଣୀ ପାଇଁ ତଥା ବିବାଦର ସମାଧାନ ପାଇଁ ଜିଲ୍ଲା ଆଇନ ସେବା ପ୍ରଧୀକାରଣର ସମ୍ମୁଖ କାର୍ଯ୍ୟାଳୟରେ ଖୁବ ଶୀଘ୍ର ଯୋଗାଯୋଗ କରିବା ପାଇଁ ଆଇନସେବା ପ୍ରଧୀକାରଣ ପକ୍ଷରୁ କୁହାଯାଇଛି।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande