ସିବିଏସଇ ଦ୍ୱାଦଶ ପରୀକ୍ଷାରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୧୩ ମଇ (ହି.ସ.)- କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଜୀବନରେ ସଫଳ ହେବାର ଲକ୍ଷ୍ୟ ନେଇ ସମ
fgse


ଭୁବନେଶ୍ୱର, ୧୩ ମଇ (ହି.ସ.)- କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଜୀବନରେ ସଫଳ ହେବାର ଲକ୍ଷ୍ୟ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ ବୋଲି ମନ୍ତ୍ରୀ କହିବା ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande