ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକରେ କେଭି ସିଂହଦେଓଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 13 ମେ (ହି.ସ.) - ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ବିଷୟରେ ଜାଣ
ପୂର୍ବତନ ବିଧାୟକ ଆୟୁବ     ଖାନଙ୍କ ପରଲୋକରେ କେଭି ସିଂହଦେଓଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 13 ମେ (ହି.ସ.) - ପୂର୍ବତନ

ବିଧାୟକ ଆୟୁବ ଖାନଙ୍କ ପରଲୋକରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ

ଆୟୁବ ଖାନଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ରାଜନୀତି କ୍ଷେତ୍ରରେ ତାଙ୍କର

ଦୀର୍ଘ ଅଭିଜ୍ଞତା ଓ ନିଷ୍ଠା ସର୍ବଦା ପ୍ରେରଣାଦାୟୀ ହୋଇ ରହିବ। ଏହି କଠିନ ସମୟରେ

ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜ୍ଞାପନ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande