ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 13 ମେ (ହି.ସ.) - ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କଣ୍ଟାବାଞ୍ଝିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗ ଖବର
ପୂର୍ବତନ ବିଧାୟକ ଆୟୁବ ଖାନଙ୍କ     ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 13 ମେ (ହି.ସ.) - ପୂର୍ବତନ

ବିଧାୟକ ଆୟୁବ ଖାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ

କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କଣ୍ଟାବାଞ୍ଝିର

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜନୀତି ଏବଂ

ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା

କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande