ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 13 ମେ (ହି.ସ.)- ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ଔପନ୍ୟାସିକ, ମାଟିର ମହାକବି ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍
ପଦ୍ମଶ୍ରୀ ସଚ୍ଚିଦାନନ୍ଦ     ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 13 ମେ (ହି.ସ.)- ପଦ୍ମଶ୍ରୀ

ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ଔପନ୍ୟାସିକ, ମାଟିର ମହାକବି ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ

ବିନମ୍ର ପ୍ରଣାମ ଜଣାଉଛି। ନିଜର ସାହିତ୍ୟ ସୃଷ୍ଟି ମାଧ୍ୟମରେ ଓଡ଼ିଆ ସାହିତ୍ୟକୁ ନୂତନ ପରିଚୟ

ଦେବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande