ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗରେ ପ୍ରଭାତି ପରିଡାଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 13 ମେ (ହି.ସ.)- ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କଣ୍ଟାବାଞ୍ଝିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ବାବଦରେ ଖ
ପୂର୍ବତନ ବିଧାୟକ ଆୟୁବ     ଖାନଙ୍କ ବିୟୋଗରେ ପ୍ରଭାତି ପରିଡାଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 13 ମେ (ହି.ସ.)- ପୂର୍ବତନ

ବିଧାୟକ ଆୟୁବ ଖାନଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଶୋକ ପ୍ରକାଶ କରିଛନ୍ତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କଣ୍ଟାବାଞ୍ଝିର ପୂର୍ବତନ

ବିଧାୟକ ଆୟୁବ ଖାନଙ୍କ ପରଲୋକ ବାବଦରେ ଖବର ପାଇ ମୁଁ ଗଭୀର ଦୁଃଖିତ । ପରିବାରବର୍ଗ ଏବଂ

ଶୁଭେଚ୍ଛୁଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ

ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande