ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 13 ମେ (ହି.ସ.)- ପଦ୍ମଶ୍ରୀ ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଜ୍ଞାନପୀଠ ଏବଂ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ
ପଦ୍ମଶ୍ରୀ ସଚ୍ଚିଦାନନ୍ଦ     ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 13 ମେ (ହି.ସ.)- ପଦ୍ମଶ୍ରୀ

ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଜ୍ଞାନପୀଠ ଏବଂ

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ମହାନ ବିପ୍ଳବୀ କବି ପଦ୍ମଶ୍ରୀ

ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande