ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 13 ମେ (ହି.ସ.)- ସଚ୍ଚିଦାନନ୍ଦ ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପ୍ଳବୀ କବି ତଥା ଜ୍ଞାନପୀଠ ପୁରସ୍କାର ବିଜେ
ସଚ୍ଚିଦାନନ୍ଦ ରାଉତରାୟଙ୍କ     ଜୟନ୍ତୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 13 ମେ (ହି.ସ.)- ସଚ୍ଚିଦାନନ୍ଦ

ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଶୋକ ପ୍ରକାଶ

କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପ୍ଳବୀ କବି

ତଥା ଜ୍ଞାନପୀଠ ପୁରସ୍କାର ବିଜେତା ସଚ୍ଚିଦାନନ୍ଦ ରାଉତରାୟ ଙ୍କ ଜନ୍ମ ଜୟନ୍ତୀ ଅବସରରେ ମୋର

ଭକ୍ତିପୂତ ଶ୍ରଦ୍ଧାଞ୍ଜଳି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande