ସ୍ୱାଧୀନତା ସଂଗ୍ରାମୀ ସୁଖଦେବଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 15 ମେ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ସୁଖଦେବଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତ ମାତାର ଅମର ସନ୍ତାନ ତଥା ମହାନ ବିପ୍ଳବୀ ସୁଖଦେବଙ୍କ ଜୟନ୍ତୀ
ସୁଖଦେବ


ଭୁବନେଶ୍ୱର, 15 ମେ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ

ସୁଖଦେବଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତ ମାତାର ଅମର ସନ୍ତାନ ତଥା ମହାନ

ବିପ୍ଳବୀ ସୁଖଦେବଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ।

ଦେଶର ସ୍ୱାଧୀନତା ପାଇଁ ବଳିଦାନ ଦେଇଥିବା ଏହି

ବୀର ସଂଗ୍ରାମୀଙ୍କ ସାହାସ ଏବଂ ଦେଶପ୍ରେମ ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ

ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande