
ଭୁବନେଶ୍ୱର, 15 ମେ (ହି.ସ.)- 'ପଦ୍ମଭୂଷଣ' କାଳିନ୍ଦୀଚରଣ
ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଜଂଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ 'ପଦ୍ମଭୂଷଣ' କାଳିନ୍ଦୀଚରଣ
ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷା, ସାହିତ୍ୟକୁ ସମୃଦ୍ଧ
କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା