'ସାବିତ୍ରୀ ବ୍ରତ'ର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 16 ମେ (ହି.ସ.)- ''ସାବିତ୍ରୀ ବ୍ରତ''ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଅନନ୍ୟ ପର୍ବ ''ସାବିତ୍ରୀ ବ୍ରତ'' ଉପ
ସାବିତ୍ରୀ ବ୍ରତ


ଭୁବନେଶ୍ୱର, 16 ମେ (ହି.ସ.)- 'ସାବିତ୍ରୀ ବ୍ରତ'ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସଂସ୍କୃତି ଓ ପରମ୍ପରାର

ଅନନ୍ୟ ପର୍ବ 'ସାବିତ୍ରୀ

ବ୍ରତ'

ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande