ପବିତ୍ର ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 16 ମେ (ହି.ସ.)- ପବିତ୍ର ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ସାବିତ୍ରୀ ବ୍ରତ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁଙ୍କ ଅସୀମ କୃପାରୁ ପ୍ରତ
ପବିତ୍ର ସାବିତ୍ରୀ ବ୍ରତର     ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 16 ମେ (ହି.ସ.)- ପବିତ୍ର

ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ

ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ସାବିତ୍ରୀ ବ୍ରତ ଅବସରରେ ହାର୍ଦ୍ଦିକ

ଶୁଭେଚ୍ଛା। ମହାପ୍ରଭୁଙ୍କ ଅସୀମ କୃପାରୁ ପ୍ରତ୍ୟେକ ପରିବାର ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande