
ଭୁବନେଶ୍ୱର, 16 ମେ (ହି.ସ.)- ପବିତ୍ର
ସାବିତ୍ରୀ ଅମାବାସ୍ୟାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ସାବିତ୍ରୀ ଅମାବାସ୍ୟା ଅବସରରେ
ହାର୍ଦ୍ଦିକ ଅଭିନନ୍ଦନ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା