
ସମ୍ବଲପୁର,୧୮, ମେ (ହି.ସ.) ଆଜି ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ କାର୍ଯ୍ୟାଳୟଠାରେ ଏକ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୋଟ ୪୦ ଟି ଆବେଦନ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୫ ଟି ସମସ୍ୟା ଗୋଷ୍ଠୀଗତ ସମସ୍ୟା ସହିତ ଜଡିତ ଥିଲା ।
---------------
ହିନ୍ଦୁସ୍ଥାନ ସମାଚାର / ଶୈଳେଶ