ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 18 ମେ (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚଡି ଦେବେଗୌଡାଙ୍କୁ ଜନ୍ମଦ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡାଙ୍କୁ ଜନ୍ମଦିନର ଶୁଭେଚ୍ଛା     ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 18 ମେ (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡାଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚଡି

ଦେବେଗୌଡାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଉତମ ସ୍ୱାସ୍ଥ୍ୟ, ଖୁସି ଓ ଆଶୀର୍ବାଦ କାମନା

କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande