ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜୁଏଲ ଓରାମ
ଭୁବନେଶ୍ୱର,୧୯ ମଇ (ହି.ସ.) - ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ମଙ୍ଗଳବାର ଦିନ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ଜନଜାତି କଲ୍ୟାଣ, ଆଂଚଳିକ ବିକାଶ ଏବଂ ଓଡ଼ିଶାର ପ୍ରଗତି ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ
shgtfyi


ଭୁବନେଶ୍ୱର,୧୯ ମଇ (ହି.ସ.) - ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ମଙ୍ଗଳବାର ଦିନ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ଜନଜାତି କଲ୍ୟାଣ, ଆଂଚଳିକ ବିକାଶ ଏବଂ ଓଡ଼ିଶାର ପ୍ରଗତି ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ସହଯୋଗିତାମୂଳକ ଓ ଗଠନମୂଳକ ଆଲୋଚନା କରିବା ସହ କେନ୍ଦ୍ର ଓ ରାଜ୍ୟର ସମନ୍ୱିତ ପ୍ରୟାସ ମାଧ୍ୟମରେ ରାଜ୍ୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଉପରେ ଉଭୟ ଗୁରୁତ୍ୱାରୋପ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande