ହିଟ୍ ୱେଭ୍ ନେଇ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୯ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୦ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ହିଟ୍ ୱେଭ୍ ନେଇ ୨୦ ତାରିଖ ୩ ଜିଲ୍ଲା(ମୟୂରଭଞ୍ଜ, ଝାରସୁଗୁଡ଼ା, ବୌଦ୍ଧ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୧
ହିଟ୍ ୱେଭ୍ ନେଇ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ-୩


ହିଟ୍ ୱେଭ୍ ନେଇ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ-୨


ହିଟ୍ ୱେଭ୍ ନେଇ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ-୧


ହିଟ୍ ୱେଭ୍ ନେଇ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୧୯ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୦ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ହିଟ୍ ୱେଭ୍ ନେଇ ୨୦ ତାରିଖ ୩ ଜିଲ୍ଲା(ମୟୂରଭଞ୍ଜ, ଝାରସୁଗୁଡ଼ା, ବୌଦ୍ଧ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୧ ତାରିଖ ୬ ଜିଲ୍ଲା, ୨୨ ତାରିଖ ୯ ଜିଲ୍ଲା, ୨୩ ତାରିଖ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande