
ଭୁବନେଶ୍ୱର,୧୯ ମଇ (ହି.ସ.) - ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ତା୨୦.୦୫.୨୦୨୬ରିଖ,ବୁଧବାର ଜ୍ୟେଷ୍ଠ:କୃଷ୍ଣ ମାସ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା