
ଭୁବନେଶ୍ୱର,୧୯ ମଇ (ହି.ସ.) - ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ସମ୍ମିଳନୀ ଆସନ୍ତାକାଲି (ବୁଧବାର) ପୂର୍ବାହ୍ନରେ ଲୋକ ସେବା ଭବନ କନଭେନସନ୍ ସେଂଟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା