ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବାଧିକ ୪୦.୦ ଡ଼ିଗ୍ରୀ ରେକର୍ଡ଼
ଭୁବନେଶ୍ୱର, ୨ ମଇ (ହି.ସ.)- ଶନିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୪୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ସମ୍ବଲପୁରରେ ୩୯.୦ ଡ଼ିଗ୍ରୀ, ହିରାକୁଦରେ ୩୭.୦ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୮ ଡ଼ିଗ୍ରୀ, ବାଲେଶ୍ୱରରେ ୩୬.୦ ଡ଼ିଗ୍ରୀ ଏବଂ ରାଜଧାନୀ ଭୁବନେଶ୍ୱରରେ
ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବାଧିକ ୪୦.୦ ଡ଼ିଗ୍ରୀ ରେକର୍ଡ଼


ଭୁବନେଶ୍ୱର, ୨ ମଇ (ହି.ସ.)- ଶନିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ରାଜ୍ୟରେ ସର୍ବାଧିକ ୪୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।

ସେହିପରି ସମ୍ବଲପୁରରେ ୩୯.୦ ଡ଼ିଗ୍ରୀ, ହିରାକୁଦରେ ୩୭.୦ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୮ ଡ଼ିଗ୍ରୀ, ବାଲେଶ୍ୱରରେ ୩୬.୦ ଡ଼ିଗ୍ରୀ ଏବଂ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୫.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।

ଅନୁରୂପ ଭାବେ ରାଉରକେଲାରେ ୩୪.୬ ଡ଼ିଗ୍ରୀ, ପୁରୀରେ ତାପମାତ୍ରା ୩୨.୪ ଡ଼ିଗ୍ରୀ, ପାରାଦୀପରେ ୩୧.୪ ଡ଼ିଗ୍ରୀ, ଗୋପାଳପୁରରେ ୩୦.୬, କେନ୍ଦୁଝରରେ ତାପମାତ୍ରା ୨୪.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande