ନିଆଳି ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 02 ମେ (ହି.ସ.)- ନିଆଳି ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ନିଆଳୀର ଜନପ୍ରିୟ ବିଧାୟକ ଶ୍ରୀ ଛବି ମଲ୍ଲିକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ
ନିଆଳି ବିଧାୟକଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 02 ମେ (ହି.ସ.)- ନିଆଳି

ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ନିଆଳୀର ଜନପ୍ରିୟ ବିଧାୟକ ଶ୍ରୀ ଛବି

ମଲ୍ଲିକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

ନିକଟରେ ଆପଣଙ୍କ ସୁସ୍ଥ, ସମୃଦ୍ଧି ଓ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande