ବିଜେପି ଓଡ଼ିଶା ପ୍ରଦେଶର ସାଙ୍ଗଠନିକ ସମ୍ପାଦକ ମାନସ ମହାନ୍ତିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ମେ (ହି.ସ.)- ବିଜେପି ଓଡ଼ିଶା ପ୍ରଦେଶର ସାଙ୍ଗଠନିକ ସମ୍ପାଦକ ମାନସ ମହାନ୍ତିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ଓଡ଼ିଶା
ବିଜେପି ଓଡ଼ିଶା ପ୍ରଦେଶର     ସାଙ୍ଗଠନିକ ସମ୍ପାଦକ ମାନସ ମହାନ୍ତିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 02 ମେ (ହି.ସ.)- ବିଜେପି ଓଡ଼ିଶା

ପ୍ରଦେଶର ସାଙ୍ଗଠନିକ ସମ୍ପାଦକ ମାନସ ମହାନ୍ତିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଭାରତୀୟ ଜନତା ପାର୍ଟି ଓଡ଼ିଶା ପ୍ରଦେଶର ସାଙ୍ଗଠନିକ ସମ୍ପାଦକ ଶ୍ରୀ ମାନସ ମହାନ୍ତିଙ୍କୁ

ଜନ୍ମ ଦିନର ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁଖ

ସମୃଦ୍ଧି କାମନା କରୁଛି। ଆପଣଙ୍କ ନେତୃତ୍ଵରେ ଦଳ ଆହୁରି ସୁଦୃଢ ହେଉ ଏବଂ ସଫଳତା ହାସଲ କରୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande