ଯୁକ୍ତ ଦୁଇ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 20 ମେ (ହି.ସ.)- ଯୁକ୍ତ ଦୁଇ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ପୋଷ୍ଟ କରି ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଉଚ୍ଚ ମାଧ୍
ଯୁକ୍ତ ଦୁଇ ପରୀକ୍ଷାରେ     କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଣଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 20 ମେ (ହି.ସ.)- ଯୁକ୍ତ ଦୁଇ

ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ପୋଷ୍ଟ

କରି ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଉଚ୍ଚ ମାଧ୍ଯମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ +୨

ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ଜୀବନରେ

ସଫଳ ହେବାର ଲକ୍ଷ୍ୟ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା

କରୁଛି।

….

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande