ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ
ଜୟପୁର , 22 ମେ (ହି.ସ.) ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ହାଡିଆ ଗ୍ରାମର ସମନାଥ କେଉଟ । ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଆଜି ହାଡିଆ ରାସ୍ତାରେ ଚଢାଉ କରିଛି । ଚଢାଉ କରି ୩୦ ଲିଟର ଦେଶି ମଦ
ଦେଶି   ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର , 22 ମେ (ହି.ସ.) ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ହାଡିଆ ଗ୍ରାମର ସମନାଥ କେଉଟ । ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଆଜି ହାଡିଆ ରାସ୍ତାରେ ଚଢାଉ କରିଛି । ଚଢାଉ କରି ୩୦ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande