ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 22 ମେ (ହି.ସ.)- ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ନବଜାଗରଣର ଅଗ୍ରଦୂତ, ସମାଜ ସଂସ୍କାରକ ତଥା ବ୍ରାହ୍ମ ସମାଜର ପ୍ରତିଷ୍ଠାତା
ରାଜା ରାମମୋହନ ରାୟଙ୍କ     ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 22 ମେ (ହି.ସ.)- ରାଜା ରାମମୋହନ

ରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ନବଜାଗରଣର ଅଗ୍ରଦୂତ,

ସମାଜ ସଂସ୍କାରକ ତଥା ବ୍ରାହ୍ମ ସମାଜର ପ୍ରତିଷ୍ଠାତା

ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ଭକ୍ତିପୂତ

ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande