ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 22 ମେ (ହି.ସ.)- ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ମହାନ ସମାଜ ସଂସ୍କାରକ ରାଜା ରାମମୋହନ ରାୟଙ୍କ ଜୟ
ରାଜା


ଭୁବନେଶ୍ୱର, 22 ମେ (ହି.ସ.)- ରାଜା ରାମମୋହନ

ରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ମହାନ ସମାଜ

ସଂସ୍କାରକ ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ସମାଜରେ ପ୍ରଚଳିତ

କୁସଂସ୍କାର, ଅନ୍ଧବିଶ୍ଵାସ ଦୂର

କରିବାରେ ତାଙ୍କର ଭୂମିକା ପ୍ରେରଣଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande