
ଭୁବନେଶ୍ୱର, 22 ମେ (ହି.ସ.)- ରାଜା ରାମମୋହନ
ରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା
। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ ସମାଜ ସଂସ୍କାରକ
ତଥା ବ୍ରହ୍ମ ସମାଜର ପ୍ରତିଷ୍ଠାତା ରାଜା ରାମମୋହନ ରାୟଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା