

ଭୁବନେଶ୍ୱର, ୨୩ ମଇ (ହି.ସ.)- ଗରମ ରାତି ନେଇ ୨୩ ତାରିଖ ୨ ଜିଲ୍ଲା (ସମ୍ବଲପୁର,ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗରମ ରାତି ନେଇ ୨୪ ତାରିଖ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ