ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 23 ମେ (ହି.ସ.)- ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରଗଡ଼ ବିଧାନସଭା କ୍ଷେତ୍ରର ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ଷ
ବିଧାୟକ ଅଶ୍ୱିନୀ କୁମାର     ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 23 ମେ (ହି.ସ.)- ବିଧାୟକ

ଅଶ୍ୱିନୀ କୁମାର ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରଗଡ଼ ବିଧାନସଭା

କ୍ଷେତ୍ରର ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ଷଡଙ୍ଗୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା

ଜଣାଉଛି l

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଆପଣଙ୍କ ଜୀବନ ମଙ୍ଗଳମୟ

ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande