ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ମେ (ହି.ସ.) - ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍
ନୀଳମଣି


ଭୁବନେଶ୍ୱର, 24 ମେ (ହି.ସ.)

- ପୂର୍ବତନ

ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ରାଜନେତା

ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ

ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande