
ଭୁବନେଶ୍ୱର, 24 ମେ (ହି.ସ.)- ସ୍ୱର୍ଗତ
ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
। ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମୀ ତଥା
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ଜୟନ୍ତୀ ଅବସରରେ
ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା