
ଭୁବନେଶ୍ୱର, 24 ମେ (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ସ୍ୱାଧୀନତା
ଆନ୍ଦୋଳନର ମହାନ ସଂଗ୍ରାମୀ ଏବଂ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି
ରାଉତରାୟଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା