
ଭୁବନେଶ୍ୱର, 24 ମେ (ହି.ସ.)- ଜନନାୟକ
ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ସ୍ମରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ,
ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଜନନାୟକ ସ୍ୱର୍ଗତ
ନୀଳମଣି ରାଉତରାୟଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା