
ଭୁବନେଶ୍ୱର, 24 ମେ (ହି.ସ.)
- ନୀଳମଣି
ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ
ରାଜନେତା ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟକୁ ପ୍ରଗତିଶୀଳ
କରିବା ସହ ଲୋକଙ୍କ ଉନ୍ନତିରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା