ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ମେ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ବିନ
ପୂର୍ବତନ ମୁଖ୍ୟମନ୍ତ୍ରୀ     ନୀଳମଣି ରାଉତରାୟଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ମେ (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ

ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟର ବିକାଶରେ ତାଙ୍କର

ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande