ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
-ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ ଭୁବନେଶ୍ୱର, ୨୫ ମଇ (ହି.ସ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାର ସର୍ବାଙ୍ଗୀ
sdfged


-ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ

ଭୁବନେଶ୍ୱର, ୨୫ ମଇ (ହି.ସ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ଓ ସମୃଦ୍ଧି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହାସହ ଓଡ଼ିଶାବାସୀଙ୍କ ସେବାରେ ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତି ଉପଲକ୍ଷେ ଆୟୋଜିତ ହେବାକୁ ଥିବା ସମାରୋହରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande