ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୫ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଯାମଶୋଳାଘାଟରେ ୧୫.୬ ମି.ମି., ବାଙ୍ଗିରିପୋଷିରେ ୧୦.୪ ମି.ମି.,
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୫ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯାମଶୋଳାଘାଟରେ ୧୫.୬ ମି.ମି., ବାଙ୍ଗିରିପୋଷିରେ ୧୦.୪ ମି.ମି., ଚନ୍ଦନପୁରରେ ୮.୬ ମି.ମି., ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୬.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ୧.୦ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୦.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande