ଓଇଆରସି ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନାଙ୍କ ଇସ୍ତଫା
ଭୁବନେଶ୍ୱର, ୨୫ ମଇ (ହି.ସ)- ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ପ୍ରଦୀପ ଜେନା ଜଣାଇଛନ୍ତି। ଅନ୍ୟପକ୍ଷରେ ପ୍ରଦୀପ ଜେନାଙ୍କ ଇସ୍ତଫାକୁ ଗ୍ରହଣ କରିଛି ଶକ୍ତି ବିଭାଗ। ଏନେଇ
pradip jena


ଭୁବନେଶ୍ୱର, ୨୫ ମଇ (ହି.ସ)- ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ପ୍ରଦୀପ ଜେନା ଜଣାଇଛନ୍ତି। ଅନ୍ୟପକ୍ଷରେ ପ୍ରଦୀପ ଜେନାଙ୍କ ଇସ୍ତଫାକୁ ଗ୍ରହଣ କରିଛି ଶକ୍ତି ବିଭାଗ। ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ ଯେ ଗତ ଏପ୍ରିଲ ୨୦୨୫ରୁ ଓଇଆରସି ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ ପ୍ରଦୀପ ଜେନା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande