ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 25 ମେ (ହି.ସ.) ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭକ୍ତି ସଙ୍ଗୀତ ବିଶାରଦ ''ଭଜନ ସମ୍ରାଟ'' ଭିକାରୀ ବଳଙ୍କ ଜୟନ୍ତୀ
ଭିକାରୀ ବଳ


ଭୁବନେଶ୍ୱର, 25 ମେ (ହି.ସ.) ଭିକାରୀ

ବଳଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭକ୍ତି ସଙ୍ଗୀତ ବିଶାରଦ

'ଭଜନ ସମ୍ରାଟ' ଭିକାରୀ ବଳଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande