ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 25 ମେ (ହି.ସ.)- ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ମ
ଗଜପତି


ଭୁବନେଶ୍ୱର, 25 ମେ (ହି.ସ.)- ମହାରାଜା

କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ

ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ

ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande