ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 25 ମେ (ହି.ସ.)- ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କନ୍ଧମାଳ ସାଂସଦ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ
ସାଂସଦ ସୁକାନ୍ତ     ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 25 ମେ (ହି.ସ.)- ସାଂସଦ

ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କନ୍ଧମାଳ ସାଂସଦ ଶ୍ରୀଯୁକ୍ତ ସୁକାନ୍ତ କୁମାର

ପାଣିଗ୍ରାହୀ ଙ୍କ ଶୁଭ ଜନ୍ମଦିନରେ ତାଙ୍କୁ

ହାର୍ଦ୍ଧିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ସୁସ୍ଥ, ଦୀର୍ଘାୟୁ ଓ ନିରାମୟ ଜୀବନ ପାଇଁ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande