ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 25 ମେ (ହି.ସ.)- ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଆ ଆଧ୍ୟାତ୍ମିକ ସଙ୍ଗୀତ ଜଗତର ଅପ୍ରତିଦ୍ୱ
ଭଜନ ସମ୍ରାଟ ଭିକାରୀ     ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 25 ମେ (ହି.ସ.)- ଭଜନ ସମ୍ରାଟ

ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଆ

ଆଧ୍ୟାତ୍ମିକ ସଙ୍ଗୀତ ଜଗତର ଅପ୍ରତିଦ୍ୱନ୍ଦ୍ୱୀ ମହାନାୟକ, ଆବାଳବୃଦ୍ଧବନିତାଙ୍କ ପ୍ରାଣର ଗାୟକ ଭଜନ ସମ୍ରାଟ ଭିକାରୀ ବଳଙ୍କ

ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande