
ଭୁବନେଶ୍ୱର, 25 ମେ (ହି.ସ.)- ବୀରେନ
ମିତ୍ରଙ୍କ ସ୍ମୃତିଚାରଣ କରିଛନ୍ତି କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ
ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ
ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ
କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା