ଭଜନ ସମ୍ରାଟ ଭିକାରୀ ବଳଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 25 ମେ (ହି.ସ.) - ଭଜନ ସମ୍ରାଟ ଭିକାରୀ ବଳଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ କଣ୍ଠଶିଳ୍ପୀ, ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଭଜନ ସମ୍ରାଟ ଭିକାରୀ     ବଳଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ମେ (ହି.ସ.)

- ଭଜନ ସମ୍ରାଟ

ଭିକାରୀ ବଳଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ କଣ୍ଠଶିଳ୍ପୀ, ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି

ଜଣାଉଛି। ତାଙ୍କର ଭଜନ ଆଜି ମଧ୍ୟ ଦେଶର କୋଣଅନୁକୋଣରେ

ଗୁଞ୍ଜରିତ ହେଉଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande